• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Sagittarius

ଧନୁ

Sunday 25 Aug 2024

ମୂଳା- ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁମାନଙ୍କ ପରିସର ବୃଦ୍ଧି ପାଇବ । କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ। ପ୍ରେମରେ ସଫଳତା ଅନୁଭବ କରିବେ

ପୂ,ଷାଢା- ରାଜନୈତିକ ସମର୍ଥନ ପାଇବେ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ।

ଉ,ଷାଢା- ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ବାକି କାମରେ ବନ୍ଧୁ ସାହାଯ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :