• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Capricorn

ମକର

Sunday 25 Aug 2024

ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ ।

ଶ୍ରବଣା- ରାଜନୀତିରେ ଦୁର୍ବଳ ରହିବେ । ବିଦ୍ୟାର୍ଥୀମାନେ ପଢାରେ ମନନିବେଶ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :