• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th December 2024: ଆଜି ଏହି ରାଶିର ବ୍ୟକ୍ତି ବିବାଦ ଘେରରେ ପଡ଼ିପାରନ୍ତି

ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।

Taurus

ବୃଷ

Wednesday 25 Dec 2024

କୃତିକା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ରୋହିଣୀ- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୃଗଶିରା- ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :