• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Taurus

ବୃଷ

Sunday 25 Feb 2024

କୃତିକା- ଶାରୀରିକ ପୀଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ରୋହିଣୀ- ବିଦ୍ୟାର୍ଥୀମାନେ ବିଷର୍ଣ୍ଣ ରହିବେ ଓ ମନ ଦୁର୍ବଳ ରହିବ । ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ମୃଗଶିରା- ମହିଳାମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ ।ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :