• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Aquarius

କୁମ୍ଭ

Sunday 25 Feb 2024

ଧନିଷ୍ଠା- ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ଚାକିରି କ୍ଷେତ୍ରରେ ଆପଣଙ୍କ ଭଲ କାମ ଦେଖି ସହକର୍ମୀ ମାନେ ଇର୍ଷାପରାୟଣ ହେବେ।

ଶତଭିଷା- ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।

ପୂ,ଭାଦ୍ରପଦ- ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାଶୋରି ଯିବେ । କୌଣସି ଏକ ବଡ ପଦବୀ ଯାଇପାରେ । ମହିଳାମାନେ ଧର୍ମପରାୟଣା ହେବେ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :