• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Pisces

ମୀନ

Sunday 25 Feb 2024

ପୂ,ଭାଦ୍ରପଦ- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।

ଉ,ଭାଦ୍ରପଦ- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ ।

ରେବତୀ- ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :