• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Gemini

ମିଥୁନ

Sunday 25 Feb 2024

ମୃଗଶିରା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଆଦ୍ରା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ପୁନର୍ବସୁ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :