• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Cancer

କର୍କଟ

Sunday 25 Feb 2024

ପୁନର୍ବସୁ- ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।

ପୁଷ୍ୟା- କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।

ଅଶ୍ଲେଷା- ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :