ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ମଘା- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ତ ହେବେ ।
ପୂ,ଫାଲଗୁନି- ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଉ,ଫାଲଗୁନି- ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳାମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧