• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Virgo

କନ୍ୟା

Sunday 25 Feb 2024

ଉ,ଫାଲଗୁନି- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ ।

ହସ୍ତା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଚିତ୍ରା- ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶସା କରିବେ। ମହିଳାମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :