• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Libra

ତୁଳା

Sunday 25 Feb 2024

ଚିତ୍ରା- ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଫିଲ୍ମ ଉଦ୍ୟୋଗ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ସ୍ୱାତୀ- ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ ।

ବିଶାଖା- ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :