• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Scorpio

ବିଛା

Sunday 25 Feb 2024

ବିଶାଖା- ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ।

ଅନୁରାଧା- ସଭା ସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ।

ଜ୍ୟେଷ୍ଠା- ନୂଆ ଘର ତିଆରି କରିବେ । ମହିଳାମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :