• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Sagittarius

ଧନୁ

Sunday 25 Feb 2024

ମୂଳା- ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ପୂର୍ବାଷାଢା- କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ ।

ଉ.ଷାଢା- ମାଲିମକଦ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକଲେ ଭଲ ହେବ।

ପ୍ରତିକାର – ମା' ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :