• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Feb 2024: ଏହି ରାଶିର ବ୍ୟକ୍ତିମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ...

ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।

Capricorn

ମକର

Sunday 25 Feb 2024

ଉ.ଷାଢା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।

ଶ୍ରବଣା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ।

ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :