• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Aries

ମେଷ

Saturday 25 Feb 2023

ଅଶ୍ୱନୀ- ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ ।

କୃତିକା-ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।

ଦ୍ୱିଜା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :