ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ
ଅଶ୍ୱନୀ- ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ ।
କୃତିକା-ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।
ଦ୍ୱିଜା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯