Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1677292830-219114.jpg)
ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
