• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Gemini

ମିଥୁନ

Saturday 25 Feb 2023

ମୃଗଶିରା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି

ଆଦ୍ରା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ପୁନର୍ବସୁ- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :