• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Cancer

କର୍କଟ

Saturday 25 Feb 2023

ପୁନର୍ବସୁ- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।  ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପୁଷ୍ୟା- ରାଜନୈତିକ ସାହାର‌୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା  ପାଇଁ  ବିଦେଶା ଗତ ହୋଇ ପାରନ୍ତି । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ

ଅଶ୍ଳେଷା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର  ଦେଖୀପାରନ୍ତି

ପ୍ରତିକାର – ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :