• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Leo

ସିଂହ

Saturday 25 Feb 2023

ମଘା- ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ପୂ- ଫାଲ୍‌ଗୁନୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ

ଉ- ଫାଲ୍‌ଗୁନୀ- ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :