• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Virgo

କନ୍ୟା

Saturday 25 Feb 2023

ଉ- ଫାଲ୍‌ଗୁନୀ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ

ହସ୍ତା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ଚିତ୍ରା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :