• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Libra

ତୁଳା

Saturday 25 Feb 2023

ଚିତ୍ରା- କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ସ୍ୱାତୀ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ବିଶାଖା- ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :