• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Scorpio

ବିଛା

Saturday 25 Feb 2023

ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :