• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Sagittarius

ଧନୁ

Saturday 25 Feb 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତ ି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :