• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2023: ଆଜି ଏହି ରାଶିର ବ୍ୟକ୍ତି ନୂଆ ଗୃହ ନିର୍ମାଣ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୧୨.୨୦ ଗତେ ୭ମୀ ।ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ , ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୨.୨୦ ଗତେ ୨ ପାଦ

Capricorn

ମକର

Saturday 25 Feb 2023

ଉ, ଷାଢା- ପାରିବାରିକ ଜୀବନ ସନ୍ତୁଳନ ରକ୍ଷା କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୈାଶଳ ଆପଣେଇବେ ।

ଶ୍ରବଣା- ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ଛାତ୍ର ଛାତ୍ରି ମାନେ ପଢାରେ ଅଧିକ ସମୟ କଟାଇବେ

ଧନିଷ୍ଠା- ମାଲିମକନ୍ଦମାରେ ପରାଜୟ ଶିକାର କରିବାକୁ ପଡିବ । ମହିଳା ମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଭାଗ୍ୟଦୋୟ ହେବାର ସୁଯୋଗ ଆସିପାରେ

ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :