କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଘର ଲୋକଙ୍କ ସାହାର୍ଯ୍ୟରେ ଅଧୁରା କାମ ପୂରା କରିବେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ
ଶତଭିଷା – ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ
ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮