• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 25 Feb 2025

ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ

ଉ,ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ରେବତୀ- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :