• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 25 Feb 2025

ମୃଗଶିରା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ ।ମାଲିମୋକଦ୍ଦମାରେ ସାମାନ୍ୟ ସଫଳତା ମିଳିବ । ମହିଳା ମାନଙ୍କ ଦିନ ଭଲରେ କଟିବ

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :