• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Tuesday 25 Feb 2025

ପୁନର୍ବସୁ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।

ପୁଷ୍ୟା- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ

ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :