• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 25 Feb 2025

ଉ,ଫଳଗୁନି- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି

ହସ୍ତା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।

ଚିତ୍ରା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :