କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ଚିତ୍ରା – ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ
ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି
ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬