• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 25 Feb 2025

ମୂଳା – ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ହୋଇଯିବେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ