• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Tuesday 25 Feb 2025

ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ହେବ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :