• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Taurus

ବୃଷ

Wednesday 25 Jan 2023

କୃତିକା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ
ମୃଗଶିରା- କୋର୍ଟ ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।  ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS