• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Aquarius

କୁମ୍ଭ

Wednesday 25 Jan 2023

ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ। 
ଶତଭିଷା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ପୂ,  ଭାଦ୍ରପଦ- ଶତ୍ରୁକୁ ଶରଣାଗତ କରାଇପାରନ୍ତି ।  ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS