• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Pisces

ମୀନ

Wednesday 25 Jan 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ଉ, ଭାଦ୍ରପଦ- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
ରେବତୀ- ପରିବାର ମାମଲା ଘରେ ହିଁ ସମାଧାନ ହୋଇଯିବ । ମହିଳାମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS