• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Gemini

ମିଥୁନ

Wednesday 25 Jan 2023

ମୃଗଶିରା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ଆଦ୍ରା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।
ପୁନର୍ବସୁ- ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS