• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Cancer

କର୍କଟ

Wednesday 25 Jan 2023

ପୁନର୍ବସୁ- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ ।  ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । 
ଅଶ୍ଳେଷା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS