• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Leo

ସିଂହ

Wednesday 25 Jan 2023

ମଘା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ ।  
ପୂ- ଫାଲ୍‌ଗୁନୀ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଉ- ଫାଲ୍‌ଗୁନୀ- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳାମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS