• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Libra

ତୁଳା

Wednesday 25 Jan 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ ।  ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । 
ସ୍ୱାତୀ-  ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ବିଶାଖା- ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS