ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଅନୁରାଧା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରୀମାନେ ଉଚ୍ଚଭିଳାଷୀ ହେବେ ।
ଜ୍ୟୋଷ୍ଠା- ଚାକିରି କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳାମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯