• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Sagittarius

ଧନୁ

Wednesday 25 Jan 2023

ମୂଳା- ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ ।
ପୂ, ଷାଢା- ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ ।  କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ ।
ଉ,  ଷାଢା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତ୍ତି ଭାଗ ହୋଇପାରେ । ନାରୀମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS