• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ଅର୍ଥ ଲାଭ ଯୋଗ ରହିଛି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ, ବୁଧବାର, ଚନ୍ଦ୍ର – କୁମ୍ଭ ଦିବା ୦୨.୩୦ ଗତେ ମୀନ ତିଥି - ୪ର୍ଥୀ ଦିବା ୦୩.୨୨ ଗତେ ୫ମୀ  ଘାତ ଚନ୍ଦ୍ର – ମିଥୁନ ଓ ମୀନ ଦିବା ୦୨.୩୦ ଗତେ ଧନୁ ଘାତ ବାର- କର୍କଟ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ରାତ୍ରି ୦୮.୦୬ ପର୍ଯ୍ୟନ୍ତ।

Capricorn

ମକର

Wednesday 25 Jan 2023

ଉ, ଷାଢା- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।
ଶ୍ରବଣା- ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ
ଧନିଷ୍ଠା- ଅଦାଲତରୁ ଶୁଭଫଳ ପାଇବେ । ମହିଳାମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମ କାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପନ୍ନ କରିବେ । 

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS