• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Aries

ମେଷ

Thursday 25 Jan 2024

ଅଶ୍ୱନୀ - ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୌଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।
ଦ୍ୱିଜା - ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ସରକାରୀ ସହୟତା ପାଇବେ  ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
କୃତିକା - ମାଲି ମକବ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ସୂର୍ଯଦେବଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :