• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Taurus

ବୃଷ

Thursday 25 Jan 2024

କୃତିକା - ସାହିତ୍ୟ, ସଙ୍ଗୀତ ଓ ସୃଜନଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ରୋହିଣୀ - ଛାତ୍ରଛାତ୍ରୀ ମାନେ ଖେଳ,କୁଦରେ ରୁଚି ବଢାଇବେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।
ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :