• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Pisces

ମୀନ

Thursday 25 Jan 2024

ପୂ,ଭାଦ୍ରପଦ - ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । ଆଚାର ବ୍ୟବହାର, କଥାବାର୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ଉ,ଭାଦ୍ରପଦ - ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।

ରେବତୀ - କୋର୍ଟ ମାମଲାରେ ଲାଭ ହେବ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ ।

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :