• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Gemini

ମିଥୁନ

Thursday 25 Jan 2024

ମୃଗଶିରା - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ଆଦ୍ରା - ରାଜନୀତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା  ପୂରଣ ହୋଇପାରେ ।
ପୁନର୍ବସୁ - କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ଘରେ କୌଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି । 
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :