• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Cancer

କର୍କଟ

Thursday 25 Jan 2024

ପୁନର୍ବସୁ - ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ସାସ୍କୃତିକ  ପରିବେଶରେ ଯୋଗ ଦାନ କରିପାରନ୍ତି । 
ପୁଷ୍ୟା - କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ ।
ଅଶ୍ଲେଷା - ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।
ପ୍ରତିକାର –  ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :