• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Leo

ସିଂହ

Thursday 25 Jan 2024

ମଘା - ବାଣିଜ୍ୟ-ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । କୌଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।
ପୂ.ଫାଲଗୁନି- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତ୍ତି ପୋଷଣ କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଉ.ଫାଲଗୁନି - ମାଲି ମକଦ୍ଧମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ପ୍ରତିକାର – ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :