• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th January 2024: ଏହି ରାଶିର ବ୍ୟକ୍ତିଙ୍କୁ ଯଶ ମାନ ସମ୍ମାନ ମିଳିବ ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ

Virgo

କନ୍ୟା

Thursday 25 Jan 2024

ଉ.ଫାଲଗୁନି - ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ହସ୍ତା - ବିବାଦୀୟ ପରିସ୍ଥିତିରେ ସଫଳତା ଯୋଗୁଁ ମନ ଖୁସି ରହିବ । ପରୀକ୍ଷାରେ ସଫଳାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ ।
ଚିତ୍ରା - ଜମିଜମା କାରବାରରେ ଠକାମୀରେ ପଡିବେ । କେହି ଆପଣଙ୍କୁ ସାହାଯ୍ୟର ହାତ ବଢାଇବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :